Download Now Banner

This browser does not support the video element.

ପଦ୍ମପୁର: ସ୍ଥାନୀୟ ରାଜବୋଡ଼ାସମ୍ବର ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକସ୍ତରୀୟ ବିଜ୍ଞାନ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ

Padmapur, Bargarh (Baragarh) | Sep 11, 2025
ସ୍ଥାନୀୟ ରାଜବୋଡ଼ାସମ୍ବର ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକସ୍ତରୀୟ ବିଜ୍ଞାନ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀ ଲୋକନାଥ ଭୋଇଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଘାଟନୀ ସମାରୋହରେ ରାଜ ବୋଡ଼ାସମ୍ବର ଉଚ୍ଚ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଶ୍ରୀ ନିରାଲମ୍ବ ପ୍ରସାଦ ପଟେଲ ମୁଖ୍ୟଅତିଥି ଭାବରେ ଯୋଗଦେଇଥିଲେ। ସର୍ବ ପ୍ରଥମେ ଶ୍ରୀ ଗଣେଶ ଓ ମା ବାଗଦେବୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଦ୍ଵୀପ ପ୍ରଜ୍ଜ୍ୱଳନ କରାଯାଇ ଥିଲା।
Read More News
T & CPrivacy PolicyContact Us