Install App
khabar24pintu
This browser does not support the video element.
କଟକ ପୌରାଞ୍ଚଳ: ବାରଙ୍ଗ ଥାନା ଅନ୍ତର୍ଗତ ପାଟପୁର ଅଞ୍ଚଳରେ ଅଜଣା ଗାଡ଼ି ଧକ୍କାରେ ରବିବାର ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି।
Cuttack M Corp PS, Cuttack | Aug 31, 2025
ବାରଙ୍ଗ ଥାନା ଅନ୍ତର୍ଗତ ପାଟପୁର ଅଞ୍ଚଳରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ରବିବାର ସନ୍ଧ୍ୟା ୭ଟା ସମୟରେ ଏକ ସ୍କୁଟି ତ୍ରିଶୂଳିଆ ଅଭିମୁଖେ ଯାଉଥିବା ବେଳେ ପାଟପୁର ଅଞ୍ଚଳର ଏକ ଘରୋଇ ଆପାର୍ଟମେଣ୍ଟ ସମ୍ମୁଖରେ ଏକ ଅଜଣା ଗାଡ଼ି ଧକ୍କା ଦେଇଥିଲା।
Share
Read More News
T & C
Privacy Policy
Contact Us
Your browser does not support JavaScript!