This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: କଳିଙ୍ଗ ଷ୍ଟାଡ଼ିୟମରେ "ସାଇକେଲ ସହିତ ରବିବାର କାର୍ଯ୍ୟକ୍ରମ ଅନୁଷ୍ଠିତ, ଯୋଗଦେଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ
Bhubaneswar M Corp, Khordha | Aug 31, 2025
କଳିଙ୍ଗ ଷ୍ଟାଡ଼ିୟମରେ "ସାଇକେଲ ସହିତ ରବିବାର କାର୍ଯ୍ୟକ୍ରମ ଅନୁଷ୍ଠିତ, ଯୋଗଦେଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ | ସାରା ଦେଶରେ ପାଳିତ ହୋଇଛି ଜାତୀୟ କ୍ରୀଡ଼ା ଦିବସ। ଏହି ଅବସରରେ ଆଜି 9.46ରେ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ, ଭାରତୀୟ ଖେଳ ପ୍ରାଧିକରଣ ଏବଂ ଓଡ଼ିଶା ସାଇକେଲିଂ ଆସୋସିଏସନ୍ର ମିଳିତ ଆନୁକୂଲ୍ୟରେ "ସାଇକେଲ ସହିତ ରବିବାର କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଶତାଧିକ ଜନସାଧାରଣ ଏକତ୍ରୀତ ହୋଇ ସମସ୍ତଙ୍କ ମଧ୍ୟରେ ଫିଟ୍ନେସ୍ ଓ ଏକତାର ବାର୍ତ୍ତା ସଂଚାର କରିବା ସହିତ ଏକ ସୁସ୍ଥ ଓ ନିରାମୟ ଜୀବନଶୈଳୀ ଯାପନ