This browser does not support the video element.
ଟିଟିଲାଗଡ: ଟିଟିଲାଗଡ଼ ସହରର ବିଭିନ୍ନ ସ୍ଥାନରେ ହୋଇଛି ଗଣେଶ ପୂଜା - ଦେଖିବା ପାଇଁ ଲୋକଙ୍କ ଭିଡ ଜମୁଛି
Titlagarh, Balangir | Aug 28, 2025
ଟିଟିଲାଗଡ଼ ସହରର ବିଭିନ୍ନ ସ୍ଥାନରେ ଚଳିତ ବର୍ଷ ମଧ୍ୟ ଧୁମଧାମରେ ଗଣେଶ ପୂଜା ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ଗଣେଶ ପୂଜା ପେଣ୍ଡାଲରେ ବିଘ୍ନ ବିନାଶକ ଶ୍ରୀ ଗଣେଶଙ୍କ ପୂଜାର୍ଚ୍ଚନା ଚାଲିଛି। ଭକ୍ତଙ୍କ ପାଇଁ ବିଭିନ୍ନ ପ୍ରକାରର ଭୋଗ ମଧ୍ୟ କମିଟି ପକ୍ଷରୁ ବଣ୍ଟନ କରାଯାଉଛି। ପୂଜା ଦେଖିବାକୁ ମଧ୍ୟ ଲୋକଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି।