Download Now Banner

This browser does not support the video element.

କେନ୍ଦୁଝର ସହର: କେନ୍ଦୁଝରରେ ଶୂନ୍ୟ ଦୁର୍ଘଟଣା ଦିବସ କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Kendujhar Town, Kendujhar | Sep 13, 2025
ମୁଖ୍ୟମନ୍ତ୍ରୀଶ୍ରୀ ମୋହନ ଚରଣ ମାଝୀ, ଆଜି କେନ୍ଦୁଝର ଠାରେ ବାଣିଜ୍ୟ ଓ ପରିବହନ ବିଭାଗ ଦ୍ବାରା ଆୟୋଜିତ “ଜିରୋ ଆକ୍ସିଡେଣ୍ଟ ଡେ" Zero Accident Day(ZAD) ବା ଶୂନ ଦୁର୍ଘଟଣା ଦିବସ ଅଭିଯାନର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡିଶାକୁ ଏକ ଦୁର୍ଘଟଣା-ଶୂନ୍ୟ ରାଜ୍ୟ ଭାବେ ଗଢିବା ପାଇଁ ଆହ୍ବାନ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିରୋ ଆକ୍ସିଡେଣ୍ଟ ସେଲ୍ସି ପଏଣ୍ଟକୁ ଉଦ୍ଘାଟନ କରିବା ସ‌ହିତ ସଡକ ସୁରକ୍ଷା ବାର୍ତ୍ତା ପ୍ରଚାରକ ମାନଙ୍କୁ ସେହିଠାରେ ସମ୍ବଦ୍ଧିତ କରିଥିଲେ। ଏଥୂସହିତ ମୁ
Read More News
T & CPrivacy PolicyContact Us