This browser does not support the video element.
ସଦର: ସମାଜବାଦୀ ପାର୍ଟି କଳାହାଣ୍ଡି ଜିଲ୍ଲାରେ ପିଡିଏ ପଞ୍ଚାୟତ ଓ କର୍ମୀ ସମ୍ମିଳନୀ ଭବାନୀପାଟଣା ସ୍ଥିତ ସର୍କିଟ ହାଉସ ଠାରେ ଅନୁଷ୍ଠିତ
Sadar, Kalahandi | Sep 13, 2025
ସମାଜବାଦୀ ପାର୍ଟି କଳାହାଣ୍ଡି ଜିଲ୍ଲାରେ ଶନିବାର ପିଡିଏ ପଞ୍ଚାୟତ ଓ କର୍ମୀ ସମ୍ମିଳନୀ ଭବାନୀପାଟଣା ସ୍ଥିତ ସର୍କିଟ ହାଉସ ଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ଏକ ବିଶାଳ ବାଇକ୍ ରେଲି ଆଇଟିଆଇ ଠାରୁ ସର୍କିଟ ହାଉସ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ଏହାପରେ ଦଳର କଳାହାଣ୍ଡି ଜିଲ୍ଲା ସଭାପତି ଜଗଦୀଶ ଯାଦବଙ୍କ ଅଧ୍ୟକ୍ଷତାରେ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ମୁଖପାତ୍ର ତଥା ଓଡ଼ିଶା ପ୍ରଭାରୀ ସୁନୀଲ ସିଂ ଯାଦବ ଏବଂ ଓଡ଼ିଶା ପ୍ରଦେଶ ସଭାପତି ଶିବ ହାତୀ ଯାଦବ ପ୍ରମୁଖ ଯୋଗଦେଇ ଦଳକୁ ଅଧିକ ମଜଭୁତ କରିବା ଉପରେ ଗୁରୁତ୍ୱାରୋପ କ