This browser does not support the video element.
କଣ୍ଟାମାଳ: ରୁଣ୍ଡିମହୁଲ ଠାରେ ଅନୁଷ୍ଠିତ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଯୋଗଦେଲେ କଣ୍ଟାମାଳ ବିଧାୟକ
Kantamal, Boudh (Bauda) | Sep 3, 2025
ମଙ୍ଗଳବାର ବିଳମ୍ବିତ ରାତିରେ କଣ୍ଟାମାଳ ବ୍ଲକ ରୁଣ୍ଡି ମହୁଲ ଗ୍ରାମରେ ଅନୁଷ୍ଠିତ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଉଦଯାପିତ ହୋଇ ଯାଇଛି l ଗଣେଶ ପୂଜା କମିଟି ଓ ଗ୍ରାମବାସୀଙ୍କ ପକ୍ଷରୁ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କଣ୍ଟାମାଲ ବିଧାୟକ କନ୍ହାଇ ଚରଣ ଡାଙ୍ଗ ଯୋଗ ଦେଇଥିଲେ | ସମ୍ମାନିତ ଅତିଥି ଭାବେ ସରପଞ୍ଚ ପଞ୍ଚାନନ ସାହୁ, ସମାଜସେବୀ ଅନୀଲ ପ୍ରଧାନ, ଓମ ପ୍ରକାଶ ମିଶ୍ର, ରାଧା ବଲ୍ଲଭ ପ୍ରଧାନ ଓ ଅନ୍ୟ ମାନେ ଉପସ୍ଥିତ ଥିଲେ l