Download Now Banner

This browser does not support the video element.

ସତ୍ୟବାଦୀ: ବଡଲ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ବିଜେପିର ମିଶ୍ରଣ ପର୍ବ ଅନୁଷ୍ଠିତ, ଯୋଗଦେଲେ ସ୍ଥାନୀୟ ବିଧାୟକ

Satyabadi, Puri | Aug 22, 2025
ଆଜି ମଧ୍ୟାହ୍ନ ୧୨ଟାରେ ସତ୍ୟବାଦୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କଣାସ ବ୍ଲକର ବଡଲ ପଂଚାୟତ କାର୍ଯ୍ୟଳୟ ପରିସରରେ ବିଜେପିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ବିଧାୟକ ଓମ୍ ପ୍ରକାଶ ମିଶ୍ରଙ୍କ ଉପସ୍ଥିତି ରେ ପଞ୍ଚାୟତର ୩୦ରୁ ଉର୍ଦ୍ଧ୍ବ ମହିଳା ବିଜେଡି ଦଳ ପରିତ୍ୟାଗ କରି ବିଜେପିରେ ସାମିଲ ହୋଇଛନ୍ତି।
Read More News
T & CPrivacy PolicyContact Us