Download Now Banner

This browser does not support the video element.

ନବରଙ୍ଗପୁର ପୋଲିସ ଷ୍ଟେସନ: ଡ଼ଙ୍ଗରଭେଜା ମାଧ୍ୟମିକ ବିଦ୍ୟାଳୟ ରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ

Nabarangapur PS, Nabarangpur | Sep 8, 2025
ଡ଼ଙ୍ଗରଭେଜା ମାଧ୍ୟମିକ ବିଦ୍ୟାଳୟ ରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ ଆଜି ନନ୍ଦାହାଣ୍ଡି ବ୍ଲକ ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆନୁକୂଲ୍ୟରେ ଡ଼ଙ୍ଗରଭେଜା ମାଧ୍ୟମିକ ବିଦ୍ୟାଳୟ ଠାରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ ହୋଇଯାଇଛି । ଆଜିର ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନନ୍ଦାହାଣ୍ଡି ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ରଶ୍ମିତା ମାଝୀ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ନନ୍ଦାହାଣ୍ଡି ସମିତି ସଭ୍ୟ ଶ୍ରୀ ଅଭିମନ୍ୟୁ ସାହୁ, ନନ୍ଦାହାଣ୍ଡି ଶିଶୁ ବିକାଶ ଯୋଜନା ଅଧିକାରୀ ଶ୍ରୀମତୀ ସସ୍ମିତା ବାଳା ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ
Read More News
T & CPrivacy PolicyContact Us