Download Now Banner

This browser does not support the video element.

ଲାଞ୍ଜିଗଡ: ସାକଡିଂ ଗୁମ୍ଫାରେ ବିଶମୁଣ୍ଡ ବୁଢ଼ାରଜାଙ୍କ ବାର୍ଷିକ ଉତ୍ସବ ପାଇଁ ଭବ୍ୟକଳସ ଯାତ୍ରା ଅନୁଷ୍ଠିତ

Lanjigarh, Kalahandi | Oct 9, 2025
ଲାଞ୍ଜିଗଡ଼ ବ୍ଲକ ଉପାନ୍ତ ପାହାଡ଼ପଦର ପଞ୍ଚାୟତ ସାକଡିଂ ଗୁମ୍ଫାରେ ବିଶମୁଣ୍ଡ ବୁଢ଼ାରଜାଙ୍କ ବାର୍ଷିକ ଉତ୍ସବ ପାଇଁ ଭବ୍ୟକଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଗୁରୁବାର ଠାରୁ ଶନିବାର ପର୍ଯ୍ୟନ୍ତ ତିନି ଦିନଧରି ସାକଡିଂ ଗୁମ୍ଫାରେ ବିଶମୁଣ୍ଡ ବୁଢ଼ାରଜାଙ୍କ ବାର୍ଷିକ ଉତ୍ସବ ଅନୁଷ୍ଠିତ ହେବାକୁ ଥିବାବେଳେ ପ୍ରଥମ ଦିନରେ ବିଶମୁଣ୍ଡ ବୁଢ଼ାରଜାଙ୍କ କଳସ ଶୋଭାଯାତ୍ରାରେ ଆଖପାଖ ଅଞ୍ଚଳର ଶ୍ରଦ୍ଧାଳୁଙ୍କ ସମେତ ଜିଲ୍ଲା ତଥା ପଡ଼ୋଶୀ ଜିଲ୍ଲାର ହଜାର ହଜାର ମହିଳା ଓ ଆବାଳବୃଦ୍ଧବନିତା କଳସ ଯାତ୍ରାରେ ସାମିଲ ହୋଇଥିଲେ।
Read More News
T & CPrivacy PolicyContact Us