Download Now Banner

This browser does not support the video element.

ସୋନପୁର: ତମାମୁରା ଉଚ୍ଚ ବିଦ୍ୟାଳୟରେ ପ୍ରାଥମିକ ଚିକିତ୍ସା ଦିବସ ପାଳନ ଶହ ମାଁ ନାମରେ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ

Sonapur, Subarnapur (Sonepur) | Sep 13, 2025
ସୂଚନା ଅନୁସାରେ ଆଜି ପୂର୍ବାହ୍ନ 11 ଘଣ୍ଟା ସମୟରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ତମାମୁରା ଉଚ୍ଚ ବିଦ୍ୟାଳୟରେ ପ୍ରାଥମିକ ଚିକିତ୍ସା ଦିବସ ପାଳନ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳୀ ସାହୁଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ତଥା ପ୍ରକୃତି ବନ୍ଧୁ ପ୍ରାଣବନ୍ଧୁ ହୋତା ମୁଖ୍ୟ ଆଲୋଚକ ଭାବେ ଯୋଗଦେଇ ସମସ୍ତ ବ୍ୟକ୍ତିଙ୍କୁ ପ୍ରାଥମିକ ଚିକିତ୍ସାର କୌଶଳ ଶିଖାଇବା ଆମ ସମସ୍ତଙ୍କ ଦାୟିତ୍ୱ ବୋଲି କହିଥିଲେ।
Read More News
T & CPrivacy PolicyContact Us