Download Now Banner

This browser does not support the video element.

ଝାରସୁଗୁଡା: ଜିଲ୍ଲା କାର୍ଯ୍ୟାଳୟ ଠାରେ ଜିଲ୍ଲାର ସମସ୍ତ ଶିଳ୍ପାନୁଷ୍ଠାନ ସହ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ, ଯୋଗଦେଲେ ହସ୍ତତନ୍ତ ଓ ହସ୍ତଶିଳ୍ପ ବିଭାଗର ସଚିବ

Jharsuguda, Jharsuguda | Aug 21, 2025
ହସ୍ତତନ୍ତ ଓ ହସ୍ତଶିଳ୍ପ ବିଭାଗର ସଚିବ ଗୁହା ପୁନମ ତାପସ କୁମାରଙ୍କ ଝାରସୁଗୁଡା ଜିଲ୍ଲା ଗସ୍ତର ଦ୍ଵିତୀୟ ଦିବସରେ ଆଜି ସନ୍ଧ୍ୟା ସାଢ଼େ ପାଞ୍ଚଟା ସମୟରେ ଝାରସୁଗୁଡା ଜିଲ୍ଲା କାର୍ଯ୍ୟାଳୟ ଠାରେ ଜିଲ୍ଲାର ସମସ୍ତ ଶିଳ୍ପାନୁଷ୍ଠାନ ସହ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ସଚିବ ଗୁହା ପୁନମ ତାପସ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ଝାରସୁଗୁଡା ଜିଲ୍ଲାପାଳ କୁନାଲ ମୋତିରାମ ଚୌହାଣ ଙ୍କ ସମେତ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ବିଭିନ୍ନ ଶିଳ୍ପାନୁଷ୍ଠାନର ଅଧିକାରୀ ଗଣ ଉପସ୍ଥିତ ରହିଥିଲେ। ଅନୁଷ୍ଠିତ ଏହି ବୈଠକରେ ବୃହତ ଶିଳ୍ପାନୁଷ୍ଠାନଗୁଡିକର ବିକାଶ
Read More News
T & CPrivacy PolicyContact Us