This browser does not support the video element.
କବିସୂର୍ଯ୍ୟନଗର: ଏସ. ଛଚିନା ଠାରେ ସେବା ପକ୍ଷ ପାଳନ ପାଇଁ ପ୍ରସ୍ତୁତି ବୈଠକ
Kabisuryanagar, Ganjam | Sep 10, 2025
ବେଗୁନିଆପଡା ବ୍ଲକ ଏସ. ଛଚିନା ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ସେବା ପକ୍ଷ ପାଳନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ ତମ ଜୟନ୍ତୀ ପାଳନ ଉପଲକ୍ଷେ ସେବା ପକ୍ଷ ପାଳନ ଚଳିତ ମାସ ୧୭ ତାରିଖ ଠାରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ବୁଧବାର ଦିନ କୋଦଳା ଏନ ଏ ସି ଅଧକ୍ଷ ସୂର୍ଯ୍ୟ ନାରାୟଣ ନାୟକ, ସେବାପକ୍ଷର ସଂଯୋଜକ ଆଭା ପରିଡା, ଆସିକା ସାଂସଦ ପ୍ରତିନିଧି ଆଲୋକ କୁମାର ଶତପଥି, ବେଗୁନିଆପଡା ମଣ୍ଡଳ ସଭାପତି ନିରଞ୍ଜନ ପ୍ରଧାନ,ମଣ୍ଡଳ ପ୍ରତିନିଧି ସିମାଞ୍ଚଳ ମହାନ୍ତି, ସ୍ଥାନୀୟ ସରପଞ୍ଚ ଗୀତାଞ୍ଜଳି ସେଠି ଉପସ୍ଥିତ ଥିଲେ ।