Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପୁଣି ହେବ ବର୍ଷା ଏନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି
Bhubaneswar M Corp, Khordha | Sep 9, 2025
୧୧ ତାରିଖରୁ ରାଜ୍ୟରେ ପୁଣିଥରେ ବର୍ଷାର ପ୍ରଭାବ ବୃଦ୍ଧି ପାଇବ। ୧୩-୧୪ ତାରିଖ ବେଳକୁ କେନ୍ଦ୍ରୀୟ ତଥା ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ମାତ୍ରାଧିକ ପ୍ରଭାବ ଦକ୍ଷିଣ ଓଡ଼ିଶାରେ ପଡ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ୧୧ ତାରିଖରେ ମାଲକାନଗିରି ଓ କୋରାପୁଟରେ ସବୁଠୁ ଅଧିକ ବର୍ଷା ଆଶଙ୍କା ରହିଥିବା ବେଳେ ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!