Install App
pandajitu167
This browser does not support the video element.
କଣ୍ଟାମାଳ: ମନମୁଣ୍ଡା ବାସୁଦେବପାଲି ଆରଏମସି ଠାରେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ବିଜେପି ପକ୍ଷରୁ ନୁଆଁ ଖାଇ ଭେଟ ଘାଟ କାର୍ଯ୍ୟକ୍ରମ, ଯୋଗଦେଲେ ବିଧାୟକ
Kantamal, Boudh (Bauda) | Sep 5, 2025
ଶୁକ୍ରବାର ଦିନ କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ବିଜେପି ପକ୍ଷରୁ ନୁଆଁ ଖାଇ ଭେଟ ଘାଟ କାର୍ଯ୍ୟକ୍ରମ ଉଦଘାଟିତ ହୋଇ ଯାଇଛି l ମୁଖ୍ୟ ଅତିଥି ଭାବରେ କଣ୍ଟାମାଳ ବିଧାୟକ କନ୍ହାଇ ଚରଣ ଡାଙ୍ଗ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ | ମଣ୍ଡଳ ସଭାପତି ଶ୍ରୀକାନ୍ତ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପୁର୍ବତନ ବିଧାୟକ ସଚ୍ଚିଦାନନ୍ଦ ଦଲାଲ, ଜିଲ୍ଲା ବିଜେପି ସଭାପତି ପ୍ରେମାନନ୍ଦ ମିଶ୍ର, ପୂର୍ବତନ ଜିଲ୍ଲା ସଭାପତି ବିପ୍ର ଚରଣ ମହାନ୍ତି ଓ ଅନ୍ୟ ମାନେ ଯୋଗ ଦେଇଥିଲେ |
Share
Read More News
T & C
Privacy Policy
Contact Us
Your browser does not support JavaScript!