Download Now Banner

This browser does not support the video element.

ବରଗଡ: ପ୍ରଜାପିତା ବ୍ରହ୍ମ କୁମାରୀ ଓ ନିଷ୍ଠା ପରିବାର ପକ୍ଷରୁ ବରପାଲି ଆଶ୍ରମ ଠାରେ ଅନୁଷ୍ଠିତ ହେଲା ସ୍ଵେଚ୍ଛାକୃତ ରକ୍ତଦାନ ଶିବିର

Bargarh, Bargarh (Baragarh) | Aug 24, 2025
ପ୍ରଜାପିତା ବ୍ରହ୍ମ କୁମାରୀ ଓ ନିଷ୍ଠା ପରିବାର ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ,୩୨ ୟୁନିଟ ରକ୍ତ ସଂଗୃହୀତ | ରାଜ ଯୋଗିନୀ ଦାଦି ଓ ପ୍ରକାଶ ମଣି ଜୀଙ୍କ ସ୍ମୃତି ଅବସରରେ ପ୍ରଜାପିତା ବ୍ରହ୍ମ କୁମାରୀ ଆଶ୍ରମ ଓ ନିଷ୍ଠା ପରିବାରର ମିଳିତ ଆନୁକୁଲ୍ୟରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ବରପାଲି ଆଶ୍ରମ ଠାରେ ଅପରାହ୍ନ 3 ଘଣ୍ଟା ସମୟରେ ଅନୁଷ୍ଠିତ ହୋଇଥିଲା । ଏହି ଶିବିରରେ ମୁଖ୍ୟ ଅତିଥି ଭାବରେ ବରପାଲି ବ୍ଲକ ଅଧ୍ୟକ୍ଷ ଶ୍ରୀ ଦିନେଶ ଗହୀର ଯୋଗଦେଇ ଫିତା କାଟି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ବରଗଡ଼ ରକ୍ତ ଭଣ୍ଡାର ଦ୍ଵାରା ସର୍ବମୋଟ ୩୨ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା ।
Read More News
T & CPrivacy PolicyContact Us