Download Now Banner

This browser does not support the video element.

ନବରଙ୍ଗପୁର ପୋଲିସ ଷ୍ଟେସନ: ମୀରା ଅଟୋ ଛକ ନିକଟରେ ଦୁଇ ବାଇକ ମଧ୍ୟରେ ଧକ୍କା ଜଣେ ଗୁରୁତର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

Nabarangapur PS, Nabarangpur | Aug 31, 2025
ମୀରା ଅଟୋ ଛକ ନିକଟରେ ଦୁଇ ବାଇକ ମଧ୍ୟରେ ଧକ୍କା ଜଣେ ଗୁରୁତର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ସୂଚନା ଅନୁଯାୟୀ ରାମ କୃଷ୍ଣ ନାୟକ ନାମକ ଯୁବକ ଏକ ବାଇକ ଯୋଗେ ଯାଉଥିବା ବେଳେ ମୀରା ଅଟୋ ଛକ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ ସହ ତାଙ୍କର ଧକ୍କା ହେଇଥିଲା ଫଳରେ ସେ ତଳେ ପଡି ତାଙ୍କ ମୁହଁ ସହ ଶରୀର ର ବିଭିନ୍ନ ଜାଗାରେ ପ୍ରବଳ କ୍ଷତ ସୃଷ୍ଟି ହେଇଛି
Read More News
T & CPrivacy PolicyContact Us