Download Now Banner

This browser does not support the video element.

ଅନୁଗୋଳ: ବିଭିନ୍ନ ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନିଖିଳ ଓଡ଼ିଶା ବିଦ୍ୟୁତ୍ ମହାସଂଘର ବିକ୍ଷୋଭ; ପ୍ରତିକ୍ରିୟା ରଖିଲେ ସଂଘର ସଭାପତି

Anugul, Angul | Sep 9, 2025
ଅନୁଗୋଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନିଖିଳ ଓଡ଼ିଶା ବିଦ୍ୟୁତ୍ ମହାସଂଘ ପକ୍ଷରୁ ବିଭିନ୍ନ ଦାବିରେ ବିକ୍ଷୋଭ କରିଛନ୍ତି। ଜିଲ୍ଲାର ବିଭିନ୍ନ ବ୍ଲକର ବିଦ୍ୟୁତ୍ ସଂଘ ପକ୍ଷରୁ ଆନ୍ଦୋଳନ କରିଥିବା ସୂଚନା ମିଳିଛି।
Read More News
T & CPrivacy PolicyContact Us