Download Now Banner

This browser does not support the video element.

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି

Bhubaneswar M Corp, Khordha | Aug 26, 2025
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୃର୍ଣ୍ଣିବଳୟ ଆହୁରି ସକ୍ରିୟ ହୋଇଛି । ପ୍ରଭାବରେ ରାଜ୍ୟର ସବୁ ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଗାମୀ ୩ ଦିନ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ରାଜ୍ୟର ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
Read More News
T & CPrivacy PolicyContact Us