Download Now Banner

This browser does not support the video element.

ଲକ୍ଷ୍ମୀପୁର: ଲଙ୍ଗଳବେଡା ଗ୍ରାମପଞ୍ଚାୟତର ପଞ୍ଚାୟତ କାର୍ଯ୍ୟାଳୟରେ ପଞ୍ଚାୟତ ସ୍ତରୀୟ ସଚେତନତା ଓ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

Lakshmipur, Koraput | Sep 8, 2025
ଆଜି ପୂର୍ବାହ୍ନରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନାରାୟଣପାଟଣା ବ୍ଲକର ଲଙ୍ଗଳବେଡା ଗ୍ରାମପଞ୍ଚାୟତର ପଞ୍ଚାୟତ କାର୍ଯ୍ୟାଳୟରେ ପଞ୍ଚାୟତ ସ୍ତରୀୟ ସଚେତନତା ଓ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ୧୦ଗୋଟି ଅଭିଯୋଗ ଶୁଣାଣି ହୋଇଥିବା ନେଇ ବ୍ଲକ ଚେୟାରମ୍ୟାନ ଗୋଲାଡି ତ୍ରିନାଥ ସୂଚନା ଦେଇଛନ୍ତି। ଉକ୍ତ କାର୍ଯ୍ୟକ୍ରମ ରେ ବ୍ଲକ ଚେୟାରମ୍ୟାନ ଗୋଲାଡି ତ୍ରିନାଥ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିକ୍ରମ କୁମାର ଦୋରା, ସ୍ଥାନୀୟ ଜନପ୍ରତିନିଧି , ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us