Install App
sukindakhabar
This browser does not support the video element.
ଧର୍ମଶାଳା: ଭୁବନେଶ୍ଵର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ବାସଗୃହରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଧର୍ମଶାଳା ଅନେକ ଜନପ୍ରତିନିଧି
Dharmasala, Jajpur | Aug 22, 2025
ଧର୍ମଶାଳା ବିଧାୟକ ଶ୍ରୀଯୁକ୍ତ ହିମାଂଶୁ ଶେଖର ସାହୁଙ୍କ ନେତୃତ୍ୱରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି ଧର୍ମଶାଳାର ୭୦ ରୁ ଅଧିକ ସରପଞ୍ଚ ଓ ସମିତି ସଭ୍ୟ ମାନେ । ସାକ୍ଷାତ କରିବା ସହ ନିର୍ବାଚନ ମଣ୍ଡଳୀର ଉନ୍ନତି ଓ ବିକାଶକୁ ନେଇ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା ଗୁରୁବାର ରାତି 10 ଘଟିକା ସମୟରେ ଦେଖିବାକୁ ମିଳିଛି ।
Share
Read More News
T & C
Privacy Policy
Contact Us
Your browser does not support JavaScript!