This browser does not support the video element.
ନୂଆପଡା: ନୂଆପଡା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସମୀକ୍ଷା ବୈଠକ ଅନୁଷ୍ଠିତ
Nuapada, Nuapada | Sep 3, 2025
ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ନୂଆପଡ଼ା ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମୀକ୍ଷା ବୈଠକ ଆଜି ୬ ଟା ଯାଏଁ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ଶିକ୍ଷାଧିକାରୀ କରୁଣାକର ଭୁଏ ବୈଠକର ଉଦ୍ଦେଶ୍ଵ କହିଥିଲେ। ଏହି ବୈଠକରେ ସମସ୍ତ ବିଭାଗୀୟ ଅଧିକାରୀ, ହାଇସ୍କୁଲ ଏବଂ ହାୟର ସେେଣ୍ଡାରୀ ସ୍କୁଲର ଅଧ୍ୟକ୍ଷ ମାନେ ଯୋଗ ଦେଇଥିଲେ l