Download Now Banner

This browser does not support the video element.

ନୂଆପଡା: ନୂଆଦିଲ୍ଲୀ ଠାରେ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ସାକ୍ଷାତ କଲେ ସାଂସଦ ମାଳବିକା ଦେବୀ

Nuapada, Nuapada | Aug 21, 2025
ନୂଆଦିଲ୍ଲୀ ଠାରେ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ସାକ୍ଷାତ କରିଛନ୍ତି କଳାହାଣ୍ଡି ସାଂସଦ ମାଳବିକା ଦେବୀ । ଆଜି ୩ ଟାରେ ସାକ୍ଷାତ କରି କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କରି ସମାଧନ ପାଇଁ ଅନୁରୋଧ କରିଥିଲେ ସାଂସଦ ଶ୍ରୀମତୀ ମାଳବିକା ଦେବୀ। ଏହି ସମୟରେ ବଲାଙ୍ଗିର ସାଂସଦ ସଙ୍ଗୀତା ସିଂହଦେଓ ମଧ୍ୟ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us