This browser does not support the video element.
ନୂଆପଡା: ନୂଆପଡା ଜିଲ୍ଲାପାଳଙ୍କ ଜୀବିକା ମିଶନ ଓ ମିଶନଶକ୍ତି କାର୍ଯ୍ୟ ସମୀକ୍ଷା ବୈଠକ
Nuapada, Nuapada | Sep 11, 2025
ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନର ମାସିକ ସମୀକ୍ଷା ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବିଭାଗୀୟ ଅଧିକାରୀମାନଙ୍କୁ ନେଇ ଆଜି ୨ ଟା ଯାଏଁ ଅନୁଷ୍ଠିତ ହୋଇଯାଇଛି ଉକ୍ତ ବୈଠକରେ ବିଗତ ଦିନର କାର୍ଯ୍ୟକ୍ରମ ସମୀକ୍ଷା କରିବା ସହ ଆଗାମୀ କାର୍ଯ୍ୟାବଳୀ ସଫଳ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଉକ୍ତ ବୈଠକରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ସମାଜ କଲ୍ୟାଣ ଅଧିକାରୀ,ଜିଲ୍ଲା ସଂଯୋଜକ ମିଶନଶକ୍ତି, ଲିଡ୍ ବ୍ୟାଙ୍କ