Install App
baripada_news
This browser does not support the video element.
ବାରିପଦା ମ୍ୟୁନିସିପାଲଟି: ରଙ୍ଗାମାଟିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ସମୀକ୍ଷା କଲେ ବାଙ୍ଗିରିପୋଷି ବିଧାୟିକା
Baripada M, Mayurbhanj | Sep 10, 2025
ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଶ୍ୟାମାଖୁଣ୍ଟା ବ୍ଲକର ରଙ୍ଗାମାଟିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ବୁଧବାର ଦିନ ପ୍ରାୟ ୧୦ଟାରେ ପରିଦର୍ଶନ କରିଛନ୍ତି ବାଙ୍ଗିରିପୋଷି ବିଧାୟିକା ସଞ୍ଜଳି ମୁର୍ମୁ। ସେଠାରେ ଚିକିତ୍ସିତ ହେଉଥିବା ରୋଗୀମାନଙ୍କ ବିଭିନ୍ନ ସୁବିଧା ଅସୁବିଧା ପଚାରି ବୁଝିବା ସହିତ ଅନୁମଦନ ହେଇଥିବା ନୂତନ ଗୃହର ଭିତ୍ତିଭୂମି ଉପରେ ସ୍ଥାନୀୟ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି।
Share
Read More News
T & C
Privacy Policy
Contact Us
Your browser does not support JavaScript!