This browser does not support the video element.
ଦିଗପହଣ୍ଡି: ଭାବିନିପୁର ପଞ୍ଚାୟତରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ଯୋଗଦେଲେ ଖଣି,ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ।
Digapahandi, Ganjam | Aug 5, 2024
ଭାବିନିପୁର ପଞ୍ଚାୟତରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଖଣି,ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମ କୁ ଆଗକୁ ନେବା ପାଇଁ ସମସ୍ତ ଜନସାଧାରଣ ମାନଙ୍କୁ ନିବେଦନ କରିଥିଲେ ମନ୍ତ୍ରୀ ଶ୍ରୀ ଜେନା । ଗଛ ଲଗାଇ ଆମର ପରିବେଶକୁ ସବୁଜ ସୁନ୍ଦର କରିବା ପାଇଁ କହିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ସଭାପତି ଶ୍ରୀ ମହନ୍ତ ଚିନ୍ମୟା ନନ୍ଦ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।