Install App
sushantpattnayak1983
This browser does not support the video element.
ଛତ୍ରପୁର: ବିଜୁଳି ଘଡଘଡି ସହ ବଜ୍ରପାତ ସମ୍ଭାବନା, ଗଞ୍ଜାମ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ
Chhatrapur, Ganjam | Sep 4, 2025
ଆସନ୍ତା ୨ ଦିନ ଗଞ୍ଜାମ ଜିଲ୍ଲାରେ ବିଜୁଳି ଘଡଘଡି ସହ ବଜ୍ରପାତ ସମ୍ଭାବନା ରହିଛି। ଏନେଇ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଗୁରୁବାର ଅପରାହ୍ନରେ ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!