Download Now Banner

This browser does not support the video element.

ନୂଆପଡା: ଡି ଆଇ ଇ ଟି ସମ୍ମିଳନୀ କକ୍ଷ ରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ପାଳିତ

Nuapada, Nuapada | Sep 5, 2025
ଆଜି ଦିନ ଦଶଟା ସମୟରେ ନୂଆପଡ଼ା ଜିଲ୍ଲା ସଦର ମହକୁମା ଡି ଆଇ ଇ ଟି ସମ୍ମିଳନୀ କକ୍ଷ ରେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ଗୁରୁ ଦିବସ ପାଳନ କରାଯାଇଥିଲା।ଏହି ଅବସରରେ ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ ଜିଲ୍ଲା ଶିକ୍ଷା ଅଧିକାରୀ କରୁଣାକର ଭୁଏ ପ୍ରମୁଖ ଉପସ୍ଥିତ ଥିଲେ
Read More News
T & CPrivacy PolicyContact Us