This browser does not support the video element.
ନୟାଗଡ: ଭାପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଦଶମ ପଞ୍ଚାୟତ ସମିତି ସାଧାରଣ ଅଧିବେଶନ କାର୍ଯ୍ୟକ୍ରମ ଅନୁଷ୍ଠିତ
Nayagarh, Nayagarh | Sep 2, 2025
ଦଶମ ପଞ୍ଚାୟତ ସମିତି ସାଧାରଣ ଅଧିବେଶନ କାର୍ଯ୍ୟକ୍ରମ ଅନୁଷ୍ଠିତ। ସୂଚନା ମୁତାବକ ଆଜି ମଧ୍ୟାହ୍ନ ସମୟରେ ଭାପୁର ବ୍ଲକ କାର୍ଯ୍ୟାଳୟ ପରିସର ସଭାଗୃହରେ ଦଶମ ପଞ୍ଚାୟତ ସମିତି ସାଧାରଣ ଅଧିବେଶନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଆଜିର କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ ଉପସ୍ଥିତ ରହିଥିଲେ। ତତ୍ ସହିତ ଆଜିର କାର୍ଯ୍ୟକ୍ରମ ରେ ଭାପୁର ବ୍ଲକ ଉପାଧ୍ୟକ୍ଷ ବେଣୁଧର ପ୍ରଧାନ, ବିଡ଼ିଓ ସାରଦା ପ୍ରସନ୍ନ ପଣ୍ଡା, ସାଂସଦଙ୍କ ବ୍ଲକ ପ୍ରତିନିଧି ତୋଫାନ ପ୍ରଧାନ, ,୧୯ ନଂ ଜୋନ ଜିଲ୍ଲାପରିଷଦ ସଦସ୍ୟ ସୁଶାନ୍ତ ସାହୁ, ୨୦ ନଂ ଜୋନ ଜିଲ୍ଲାପରିଷଦ ସଦସ୍ୟ ବିଜ