Download Now Banner

This browser does not support the video element.

ବାରିପଦା ମ୍ୟୁନିସିପାଲଟି: ରାହୁଲଙ୍କ ଆଶାଳୀନ ମନ୍ତବ୍ୟ ପ୍ରତିବାଦରେ ଧନପୁର ଛକରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ

Baripada M, Mayurbhanj | Sep 3, 2025
ବିହାରରେ ରାହୁଲ ଗାନ୍ଧୀଙ୍କ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ତାଙ୍କ ଦିବଙ୍ଗତ ମାଆଙ୍କ ପ୍ରତି ଅଭଦ୍ର ଓ ଅଶାଳୀନ ମନ୍ତବ୍ୟ ପ୍ରସଙ୍ଗରେ ବୁଧବାର ସଂଧ୍ୟା ୫.୩୦ଟାରେ ବିଜେପି ପକ୍ଷରୁ ବାଙ୍ଗିରିପୋଷି ବିଧାୟିକା ସଞ୍ଜଳି ମୁର୍ମୁଙ୍କ ନେତୃତ୍ବରେ ମୟୂରଭଞ୍ଜ ଜିଲ୍ଲାର ଶାମାଖୁଣ୍ଟା ବ୍ଲକ ଅନ୍ତର୍ଗତ ଧନପୁର ଛକ ରାହୁଲ ଗାନ୍ଧୀଙ୍କ କୁଶପୁତ୍ତଳିକା ଦାହ କରିବା ସହ ରାହୁଲ ବିରୋଧୀ ସ୍ଲୋଗାନ ଦେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।
Read More News
T & CPrivacy PolicyContact Us