Install App
sushantpattnayak1983
This browser does not support the video element.
ଛତ୍ରପୁର: ଛତ୍ରପୁର ସ୍ଥିତ ଜିଲ୍ଲାପରିଷଦ ଭବନର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ CM କିଷାନ' ୩ୟ କିସ୍ତିର ଆର୍ଥିକ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ
Chhatrapur, Ganjam | Aug 27, 2025
କୃଷିଭିତ୍ତିକ ଗଣପର୍ବ ପବିତ୍ର ନୂଆଁଖାଇ ଅବସରରେ ଭୁବନେଶ୍ୱର ସ୍ଥିତ ଓୟୁଏଟି ଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ 'ସି.ଏମ୍. କିଷାନ' ତୃତୀୟ କିସ୍ତିର ଆର୍ଥିକ ସହାୟତା ରାଶି ପ୍ରଦାନ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଏହି କ୍ରମରେ ବୁଧବାର ଅପରାହ୍ନରେ ଗଞ୍ଜାମ ଜିଲ୍ଲାର ଛତ୍ରପୁର ସ୍ଥିତ ଜିଲ୍ଲାପରିଷଦ ଭବନର ଋଷିକୂଲ୍ୟା ସମ୍ମିଳନୀ କକ୍ଷ ଠାରେ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!