Install App
silvercitykhabar
This browser does not support the video element.
କଟକ ପୌରାଞ୍ଚଳ: ନଭେମ୍ୱର ୫ ରୁ କଟକ ଐତିହାସିକ ବାଲିଯାତ୍ରା ଆରମ୍ଭ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା
Cuttack M Corp PS, Cuttack | Sep 12, 2025
ଆସନ୍ତା ନଭେମ୍ବର ମାସ ୫ ତାରିଖରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା। ନଭେମ୍ୱର ୫ ରୁ ଆରମ୍ଭ ହୋଇ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ଐତିହାସିକ ବାଲିଯାତ୍ରା। ଏଥରେ ଉପର ପଡ଼ିଆରେ ନୁହେଁ ତଳ ପଡ଼ିଆରେ ବାଲିଯାତ୍ରା ଆୟୋଜନ ହେବ ବୋଲି କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଶୁକ୍ରବାର ଦିନ ୨.୩୦ ମିନିଟ ସମୟରେ ନିଜ ପ୍ରତିକ୍ରିୟାରେ କହିଛନ୍ତି କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ।
Share
Read More News
T & C
Privacy Policy
Contact Us
Your browser does not support JavaScript!