This browser does not support the video element.
ଡାବୁଗାଁ: ପାତ୍ରୀ ଠାରେ ଜନ ସୁରକ୍ଷା ଯୋଜନା ଅଧିଣ ପଂଚାୟତ ସ୍ତରୀୟ ପରିପୂର୍ଣ୍ଣ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ
Dabugan, Nabarangpur | Sep 6, 2025
ଆଜି ପାପଡାହାଣ୍ଡି ବ୍ଲକ ପାତ୍ରୀ ଠାରେ ଜନ ସୁରକ୍ଷା ଯୋଜନା ଅଧୀନରେ ପଂଚାୟତ ସୁରୀୟ ପରିପୂର୍ଣ୍ଣ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ |ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଜନ ସାଧାରଣଙ୍କୁ ପ୍ରଧାନମନ୍ତ୍ରୀ ଜନଧନ ଯୋଜନାରେ କିପରି ଖାତା ଖୋଲିବା,ନିଷ୍କ୍ରିୟ ହୋଇଥିବା ଖାତାର ପୁନଃ ପ୍ରମାଣି କରଣ,ଆର୍ଥକ ଯୋଜନା କିପରି ପ୍ରସ୍ତୁତି କରିବା ସହ ସଂଚୟ ଓ ନିବେଶ କିପରି କରିବେ ।କେନ୍ଦ୍ର ସରକାରଙ୍କ ସାମାଜିକ ସୁରକ୍ଷା ବୀମା ଯୋଜନା ଯାହାକି ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା,ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା, ଅଟଳ ପେନସନ ଯୋଜନା,ସୁକନ୍ୟା ସମୃଦ୍ଧି ଯୋଜନା ନେଇ ଆଲୋଚନା ହୋଇଥିଲା |