Download Now Banner

This browser does not support the video element.

ଛତ୍ରପୁର: ସ୍ୱାୟତ୍ତ ଶାସନ ଦିବସ ଅବସରରେ ବିଇଏମସି କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କଲେ ମେୟର

Chhatrapur, Ganjam | Aug 31, 2025
ବ୍ରହ୍ମପୁର ମହାନଗର ନିଗମ କାର୍ଯ୍ୟାଳୟରେ ଆଜି ସ୍ଵାୟତ୍ତ ଶାସନ ଦିବସ ପାଳନ ଅବସରରେ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରବିବାର ପୂର୍ବାହ୍ନରେ ବ୍ରହ୍ମପୁର ମେୟର ସଂଘମିତ୍ରା ଦଳେଇ ଯୋଗ ଦେଇ ପତାକା ଉତ୍ତୋଳନ କରିଛନ୍ତି। ଡେପୁଟି ମେୟର ଇ ବିବେକ ରେଡ୍ଡୀ, କମିଶନର ପ୍ରଥମେଶ ଅରବିନ୍ଦ ରାଜଶିକ୍ରେ, ବ୍ରହ୍ମପୁର ମହାନଗର ନିଗମର ସମସ୍ତ କର୍ପୋରେଟର ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us