Install App
publicnewskoraput
This browser does not support the video element.
କୋରାପୁଟ ସହର: ଆସନ୍ତା କାଲି କୋରାପୁଟ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି
Koraput Town, Koraput | Sep 6, 2025
ଆସନ୍ତା କାଲି କୋରାପୁଟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଆଜି ଅପରାହ୍ନ ୪ଟା ସମୟରେ ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଜିଲ୍ଲା ପ୍ରଶାସନ ଏନେଇ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ସହ ବିଜୁଳି ଘଡ଼ଘଡ଼ି ପବନ ବହିବା ସମ୍ଭାବନା ରହିଥିବା ସୂଚନା ଦିଆଯାଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!