Download Now Banner

This browser does not support the video element.

ଘସିପୁରା: କେନ୍ଦୁଝର ଅଞ୍ଜର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଛାତ୍ରୀ ଝରକା ଚାପିହେବା ଘଟଣାରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ନିଲମ୍ବିତ

Ghasipura, Kendujhar | Aug 22, 2025
କେନ୍ଦୁଝର ଅଞ୍ଜର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଜଣେ ଦ୍ଵିତୀୟ ଶ୍ରେଣୀ ଛାତ୍ରୀ କୁ ଗତକାଲି ସ୍କୁଲ ଛୁଟି ସମୟ ରେ ସ୍କୁଲ୍ ଶ୍ରେଣୀ ଗୃହରେ ତାଲା ପକାଇ ପଳାଇ ପଳାଇ ଥିଲେ ସ୍କୁଲ କର୍ତୁପକ୍ଷ | ଛାତ୍ରୀ ଟି ନାଁ ଯୋଛନା ଦେହୁରୀ | ତାକୁ ଆଜି ସକାଳେ ପରିବାର ଓ ଗାଁ ଲୋକେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ନେଇଛନ୍ତି ।ଏହି ଘଟଣା ରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ନିଲମ୍ବିତ ।
Read More News
T & CPrivacy PolicyContact Us