Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ମଦ ନୀତି ପ୍ରସଙ୍ଗରେ ଭୁବନେଶ୍ୱର ବାସଭବନରେ ପ୍ରତିକ୍ରିୟା ରଖିଲେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
Bhubaneswar M Corp, Khordha | Sep 10, 2025
ଦିନେ ଦୁଇ ଦିନ ଭିତରେ ମୁଖ୍ୟମନ୍ତ୍ରୀଙ୍କ ସହିତ ମଦ ନୀତି ନେଇ ଆଲୋଚନା ହେବ ଏବଂ ଚଳିତ ମାସରେ ମଦ ନୀତି ଆଣିବେ ସରକାର । ଅନ୍ୟ ରାଜ୍ୟଗୁଡିକ ଭ୍ରମଣ କରିଛନ୍ତି ଅବକାରୀ ଅଧିକାରୀ । ଦୁଇ ରାଜ୍ୟକୁ ଗସ୍ତ କରି ଫେରିଛନ୍ତି ପ୍ରତିନିଧି ଦଳ । ଦିନେ ଦୁଇ ଦିନ ଭିତରେ ମୁଖ୍ୟମନ୍ତ୍ରୀ ନୂଆ ନୀତି ଉପରେ ଆଲୋଚନା କରାଯାଇ ସମସ୍ତ ତଥ୍ୟ ଦିଆଯିବ । ସରକାର ସେଥିପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ବୋଲି କହିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ |
Share
Read More News
T & C
Privacy Policy
Contact Us
Your browser does not support JavaScript!