Install App
sushantpattnayak1983
This browser does not support the video element.
ଛତ୍ରପୁର: ଅଲ ଓଡିଶା ଅଙ୍ଗନବାଡି ଲେଡ଼ିଜ ୱାର୍କର ଆସୋସିଏସନ ଗଂଜାମ ଜିଲ୍ଲା ଶାଖା ପକ୍ଷରୁ ଛତ୍ରପୁର ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
Chhatrapur, Ganjam | Aug 21, 2025
ବିଭିନ୍ନ ଅଙ୍ଗନବାଡି କେନ୍ଦ୍ର ମାନଙ୍କରେ ଦେଖା ଯାଉଥିବା ସମସ୍ୟାର ସମାଧାନ ପାଇଁ ଅଲ ଓଡିଶା ଅଙ୍ଗନବାଡି ଲେଡ଼ିଜ ୱାର୍କର୍ସ ଆସୋସିଏସନ ଗଂଜାମ ଜିଲ୍ଲା ଶାଖା ପକ୍ଷରୁ ଗଂଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହିତ ଏକ ୧୨ ଦଫା ସମ୍ବଳିତ ଦାବିପତ୍ର ଗଂଜାମ ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି lଗୁରୁବାର ଅପରାହ୍ନରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ଓଡିଶା ଅଙ୍ଗନବାଡି ଲେଡ଼ିଜ ୱାର୍କର୍ସ ଆସୋସିଏସନ ସଭାପତି ହେମଲତା ମହାନ୍ତି।
Share
Read More News
T & C
Privacy Policy
Contact Us
Your browser does not support JavaScript!