This browser does not support the video element.
ଦେବଗଡ: ଟାଉନ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଉତ୍ସବ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ, ଯୋଗଦେଲେ ଜିଲ୍ଲାପାଳ
Debagarh, Debagarh (Deogarh) | Sep 5, 2025
ଓଡିଶା ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ନିର୍ଦେଶ କ୍ରମେ ଦେବଗଡ଼ ଜିଲ୍ଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଟାଉନ ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଉତ୍ସବ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଆଜି ଦିନ ପ୍ରାୟ ୨ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି। ସମ୍ବର୍ଦ୍ଧନା ଉତ୍ସବର ସଭାପତି ତଥା ଜିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦରା କୁଜୁରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗ ଦେଇଥିଲେ।