Download Now Banner

This browser does not support the video element.

ନବରଙ୍ଗପୁର ପୋଲିସ ଷ୍ଟେସନ: ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷରେ ପୁଷ୍ଟି ହୀନତା ମୁକ୍ତ ଗ୍ରାମ ପଞ୍ଚାୟତ ନେଇ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

Nabarangapur PS, Nabarangpur | Aug 22, 2025
ଡାବୁଗାଁ ବ୍ଳକ ସମ୍ମିଳନୀ କକ୍ଷରେ ପୁଷ୍ଟି ହୀନତା ମୁକ୍ତ ଗ୍ରାମ ପଞ୍ଚାୟତ ନେଇ ଏକ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ବିଡିଓ ଶରତ ମାଝୀଙ୍କ ଅଧ୍ୟକ୍ଷତାରେ ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ସିପି ପ୍ରବୀଣ ପଟ୍ଟନାୟକ,ଆକାଂକ୍ଷା ବ୍ଳକ ସହଭାଗୀ ମୋନାଲ ପରିଡା, ପଞ୍ଚାୟତ ନିର୍ବାହୀ ଅଧିକାରୀ ଏଡି ପ୍ରସାଦ,ପିରାମଲ ଫାଉଣ୍ଡେସନ ର ଶୁଭଶ୍ରୀ ଦାଶ ପ୍ରମୂଖ ତାଲିମ୍ ଦେଇଥିଲେ |ପୁଷ୍ଟି ହୀନତା ଶିଶୁ, ଗର୍ଭବତୀ ମହିଳାଙ୍କ କ୍ଷେତ୍ରରେ ପୁଷ୍ଟି ହୀନତା ଦେଖା ଦେବା କ୍ଷଣି ସ୍ଥାନୀୟ ଡାକ୍ତରଖାନାକୁ ଆଣି ତୁରନ୍ତ ଚିକିତ୍ସା କରାଇବାକୁ ପରାମର୍ଶ ଦିଆଯାଇଥିଲା |
Read More News
T & CPrivacy PolicyContact Us