This browser does not support the video element.
ଓରିଏଣ୍ଟ: ସ୍ୱାୟତ୍ତ ଶାସନ ଦିବସ ପାଳନ ଅବସରରେ ବ୍ରଜରାଜନଗର ପୌର କାର୍ଯ୍ୟାଳୟ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଲେ ରାଜସ୍ୱ ମନ୍ତ୍ରୀ
Orient, Jharsuguda | Aug 31, 2025
ବ୍ରଜରାଜନଗର ପୌରପରିଷଦରେ ଆୟୋଜିତ ସ୍ୱାୟତ୍ତ ଶାସନ ଦିବସ ପାଳନ ଅବସରରେ ବ୍ରଜରାଜନଗର ପୌର କାର୍ଯ୍ୟାଳୟ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଆଜି ଦିନ ଗୋଟାଏ ସମୟରେ ମୁଖ୍ୟ ଅତିଥି ଭାବରେ ଯୋଗଦାନ କଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ତେବେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବ୍ରଜରାଜନଗର ଓ ବେଲପାହାଡ଼ ପୌର ପରିଷଦ ର ବିକାଶ ପାଇଁ ଏକ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିବାକୁ ପରାମର୍ଶ ଦେବା ସହିତ ସରକାର ସହଯୋଗ ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି ମତବ୍ୟକ୍ତ କରିଥିଲେ।