This browser does not support the video element.
ଛତ୍ରପୁର: ଜିଲ୍ଲା ସ୍ତରୀୟ ଏଡସ୍ ସଚେତନତା, ବ୍ରହ୍ମପୁର MKCG ମେଡିକାଲରୁ ଗଣ ଦୌଡ଼ କାର୍ଯ୍ୟକ୍ରମ
Chhatrapur, Ganjam | Sep 2, 2025
ଗଞ୍ଜାମ ଜିଲ୍ଲା ଏଡସ୍ ନିୟନ୍ତ୍ରଣ ସମିତି ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଆନୁକୂଲ୍ୟରେ ଏମ୍ .କେ. ସି .ଜି ମେଡିକାଲ ପରିସର ରୁ ନୁଆ ବସଷ୍ଟାଣ୍ଡ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ଗଣ ଦୌଡ଼ ଅନୁଷ୍ଠିତ ହୋଇଯାଇଛି। ମଂଗଳବାର ପୂର୍ବାହ୍ନରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମ କୁ ଗଂଜାମ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ ସୁଶାନ୍ତ କୁମାର ନାୟକ ଉଦଘାଟନ କରିଥିଲେ।