This browser does not support the video element.
ସୋନପୁର: ଜିଲ୍ଲାପାଳଙ୍କ ସମ୍ବିଳନୀ କକ୍ଷଠାରେ ଜିଲ୍ଲା ପରିଷଦ ର ସ୍ଵତନ୍ତ୍ର ବୈଠକ ଅନୁଷ୍ଠିତ।
Sonapur, Subarnapur (Sonepur) | Sep 11, 2025
ସୁବର୍ଣ୍ଣପୁର ଜିଲ୍ଲା ପରିଷଦର ସ୍ଵତନ୍ତ୍ର ବୈଠକ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ପରିଷଦର ଅଧ୍ୟକ୍ଷା ଶ୍ରୀମତି ସୂପାର ଠେଲାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା । ସୁବର୍ଣ୍ଣପୁର ଜିଲ୍ଲା ପରିଷଦର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ତଥା ଜିଲ୍ଲାପାଳ,ସୁବର୍ଣ୍ଣପୁର ଡ଼ ନୃପରାଜ ସାହୁ ଜିଲ୍ଲା ପରିଷଦ ବୈଠକରେ ଉପସ୍ଥିତ ଥିବା ମାନ୍ୟବର ବିଧାୟକ,ଇଞ୍ଜିନିୟର ରଘୁନାଥ ଜଗଦଳା, ମାନ୍ୟବର ବିଧାୟକ ସୋନପୁରଙ୍କ ପ୍ରତିନିଧି, ସମସ୍ତ ଜିଲ୍ଲା ସଭ୍ୟ ସଭ୍ୟା, ସମସ୍ତ ପଞ୍ଚାୟତ ସମିତିର ଅଧ୍ୟକ୍ଷ ଅଧ୍ୟକ୍ଷା ଓ ଉପସ୍ଥିତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ସ୍ଵାଗତ