This browser does not support the video element.
ପାରଳାଖେମୁଣ୍ଡି: ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ
Paralakhemundi, Gajapati | Aug 25, 2025
ଲଘୁଚାପ ଯୋଗୁଁ ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗଜପତି ଜିଲ୍ଲାରେ ଆସନ୍ତାକାଲି ଠାରୁ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।ସୋମବାର ଅପରାହ୍ନରେ ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।