Install App
baripada_news
This browser does not support the video element.
ବାରିପଦା ମ୍ୟୁନିସିପାଲଟି: ହାଳଦା ପଞ୍ଚାୟତରେ ଉନ୍ନୟନ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ସମୀକ୍ଷା କଲେ ବିଡ଼ିଓ
Baripada M, Mayurbhanj | Oct 3, 2025
ଶୁକ୍ରବାର ଅପରାହ୍ନ ପ୍ରାୟ ୪.୩୦ଟାରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବ୍ଲକର ହାଲଦା ଗ୍ରାମ ପଞ୍ଚାୟତ ଗସ୍ତ କରି ସେଠାରେ ଚାଲିଥିବା ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଗୁଡ଼ିକର ଅଗ୍ରଗତି ସମୀକ୍ଷା କରିଛନ୍ତି ବିଡିଓ। ତେବେ ବିଡିଓ ଙ୍କ ସହିତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଉପସ୍ଥିତ ରହିଥିଲେ।
Share
Read More News
T & C
Privacy Policy
Contact Us
Your browser does not support JavaScript!