This browser does not support the video element.
ପଟ୍ଟାଙ୍ଗୀ: ପଟାଙ୍ଗି ନିର୍ବାଚନ ମଣ୍ଡଳୀ ପୁଙ୍ଗାର ସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପରିଦର୍ଶନ କରିଥିଲେ ରାଜ୍ୟପାଳ
Pottangi, Koraput | Sep 9, 2025
ପଟାଙ୍ଗି ନିର୍ବାଚନ ମଣ୍ଡଳୀ ପୁଙ୍ଗାର ସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପରିଦର୍ଶନ କରିଥିଲେ ରାଜ୍ୟପାଳ । ମଙ୍ଗଳବାର ସନ୍ଧ୍ୟା ୭ଟା ସମୟରେ ଆୟୋଜିତ କାର୍ଯ୍ୟକ୍ରମରେ ପୁଙ୍ଗାର ସ୍ଥିତ ଏକଲବ୍ୟ ଆଦର୍ଶ ବିଦ୍ୟାଳୟ ପରିଦର୍ଶନ କରି ବିଭିନ୍ନ ବିଭାଗ ଦ୍ବାରା କରାଯାଇଥିବା ଉନ୍ନୟନମୂଳକ ଷ୍ଟଲ ପରିଦର୍ଶନ କରିବା ପରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଅଭିଭାବକ ମାନଙ୍କ ସହ ଆଲୋଚନା କରିଥିଲେ। ସାଥିରେ କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନ, ଏସପି ରୋହିତ ବର୍ମା ସହ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।