This browser does not support the video element.
ମାଲକାନଗିରି: ଜିଲ୍ଲା ସୀମାନ୍ତ ସୁକମାରେ ପୋଲିସ ନିକଟରେ ୩୩ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମୋଟ ୨୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
Malkangiri, Malkangiri | Sep 3, 2025
ମାଲକାନଗିରି ଜିଲ୍ଲା ସୀମାନ୍ତ ସୁକୁମା ରେ ୩୩ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମୋଟ ୨୦ ଜଣ ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ନକ୍ସଲ ପନ୍ଥିଙ୍କ ମଧ୍ୟରେ ୯ ଜଣ ମହିଳା ମାଓବାଦୀ ରହିଛନ୍ତି । ଏମାନଙ୍କ ମଧ୍ୟରୁ ଅନେକ ମାଓବାଦୀ ବଡ଼ ବଡ ହିଂସା କାଣ୍ଡରେ ସାମିଲ ଥିଲେ । ଦୁଇ ଜଣ ମାଓ ନେତାଙ୍କ ମୁଣ୍ଡ ଉପରେ ପୁର୍ବରୁ ଛତିଶଗଡ ସରକାର ଆଠ ଆଠ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ ।