This browser does not support the video element.
କେନ୍ଦୁଝର ସହର: ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କ କେନ୍ଦୁଝର ଗସ୍ତ
Kendujhar Town, Kendujhar | Aug 30, 2025
ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ଶୋଭନା ମହାନ୍ତି କେନ୍ଦୁଝର ଗସ୍ତରେ ଆସି ମଣ୍ଡୁଆ ଓ ବଣିଆପାଟରେ ଥିବା ସଖି ଶକ୍ତି ସଦନ ଗସ୍ତ କରି ଅନ୍ତେବାସିନୀ ମାନଙ୍କ ସହ ଭାବ ବିନିମୟ କରିଛନ୍ତି ଓ ସୁବିଧା ଅସୁବିଧା ପଚାରି ବୁଝିଛନ୍ତି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ତ୍ରୀ ଓ ପ୍ରସୂତି ବିଭାଗ ପରିଦର୍ଶନ କରି ଉପଲବ୍ଧ ସ୍ୱାସ୍ଥ୍ୟ ସେବାର ସମୀକ୍ଷା କରିଥିଲେ। ଜିଲ୍ଲା ମଣ୍ଡଳ କାରାଗାର ଗସ୍ତ କରି ମହିଳା କଏଦୀ ମାନଙ୍କ ସୁବିଧା ଅସୁବିଧା ପଚାରି ବୁଝିଥିଲେ ଓ ସେମାନେ କିପରି ମୁଖ୍ୟ ସ୍ରୋତରେ ସାମିଲ ହୋଇପାରିବେ I