Download Now Banner

This browser does not support the video element.

କୋରାପୁଟ ସହର: କୋରାପୁଟ ଜିଲ୍ଲାରେ ଶୁକ୍ରବାର ବର୍ଷା ସହ ବିଜୁଳି ଘଡ଼ଘଡ଼ି ସମ୍ଭାବନା ନେଇ ୟେଲୋ ୱାର୍ଣିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର

Koraput Town, Koraput | Sep 11, 2025
କୋରାପୁଟ ଜିଲ୍ଲାରେ ଶୁକ୍ରବାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ସହ ବିଜୁଳି ଘଡ଼ଘଡ଼ି ହେବା ନେଇ ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣିଂ ଜାରି କରାଯାଇଛି। ଏନେଇ ଆଜି ଦିନ୧ଟେ ସମୟରେ କୋରାପୁଟ ଜିଲ୍ଲା ପ୍ରଶାସନକୁ ସୂଚନା ଦିଆଯାଇଛି। ଶୁକ୍ରବାର ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କିଛି କିଛି ସ୍ଥାନରେ ଝଡ଼ ତୋଫାନ ସମ୍ଭାବନା ରହିଥିବାର ସୂଚନା ରହିଛି।
Read More News
T & CPrivacy PolicyContact Us