This browser does not support the video element.
ଢେଙ୍କାନାଳ ସଦର: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ରାଜ୍ୟ ନିର୍ବାଚନ କମିଶନରଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ
Dhenkanal Sadar, Dhenkanal | Aug 21, 2025
ଢ଼େଙ୍କାନାଳ ଆଜି ଗୁରୁବାର ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସଦଭାବନା ସଭାଗୃହଠାରେ, ଜିଲାରେ ଅନୁଷ୍ଠିତ ହୋଇଯାଇଥିବା PRI (ତ୍ରୀସ୍ତରୀୟ ପଞ୍ଚାୟତିରାଜ ସଂସ୍ଥା ଏବଂ ULB (ସହରାଞ୍ଚଳ ସ୍ୱାୟତ୍ତ ଶାସନ ସଂସ୍ଥା) ନିର୍ବାଚ଼ନ ସଂପର୍କିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ନିର୍ବାଚନ କମିଶନର ଶ୍ରୀ ମଧୁସୂଦନ ପାଢ଼ୀ ଏହି ନିର୍ବାଚ଼ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । PRI ଏବଂ ULB ର ନିର୍ବାଚନ ସମୟରେ ଉପୁଜିଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ସେ ବିଭାଗୀୟ ଅଧିକାରୀମାନଙ୍କୁ ପଚାରି ବୁଝିଥିଲେ ।